Não gostou? Não há problema! Pode devolver os artigos até 30 dias
Não há como errar com um vale de oferta. O presenteado pode escolher qualquer produto da nossa oferta.
Até 30 dias para devoluções
"ଅପରାପର" କବିତା ରୂପରେ ଏକ ଚେତନା, ଏକ ସ୍ବର, ଶିହରଣ । ଏ ତିନି ସ୍ତରର, ଚାରି ପାଖରେ ଆଖି ଆଗରେ ଘଟୁଥିବା ସ୍ଥୂଳ ବାସ୍ତବତା ତ କେତେବେଳେ ଆଖି କୁ ଦିଶୁ ନ ଥିବା ସୂକ୍ଷ୍ମ ଅବବୋଧ, ଯାହା ଖାଲି ଅନୁଭବ କରି ହୁଏ, କହି ହୁଏ ନାହିଁ । ଆଉ ଗୋଟିଏ ସ୍ତର ହେଲା ଅର୍ଦ୍ଧ ଜାଗ୍ରତ ଅର୍ଦ୍ଧ ସୁପ୍ତ ଅବସ୍ଥା । ଏ କବିତା ତିନି ସ୍ତରକୁ ଛୁଇଁବାକୁ ଚେଷ୍ଟା କରିଛି । ଏ କେତେବେଳେ ଲୌକିକତା ରେ ଛନ୍ଦା ତ କେତେବେଳେ ଅଲୌକିକତା ରେ ବନ୍ଧା । ପ୍ରତି କବିତା ଲେଖିଲା ବେଳେ ମୁଁ ଅନୁଭବ କରିଛି କିଛି ଅଲୌକିକ ଆଚ୍ଛନ୍ନତା ।
"ଅ" ଗୋଟିଏ ଶକ୍ତିଶାଳୀ ଅକ୍ଷର, ଓଁକାର ର ପ୍ରଥମ ଅକ୍ଷର । ଏ ଅକ୍ଷର କରିପାରେ ଅସମ୍ଭବ କୁ ସମ୍ଭବ ଓ ସମ୍ଭବ କୁ ଅସମ୍ଭବ । ଏ ବହିର ପ୍ରତ୍ୟେକ କବିତା "ଅ" କାର ରେ ଆରମ୍ଭ । ଆଶା ଏ ପାଠକଙ୍କୁ ଆଛନ୍ନ କରି ରଖିବ ।
Olá! Sou o Libroamiko, o seu conselheiro de livros.
Como posso ajudar?