LIBRISTO
LIBROAMANTO
obrigatório
Faça parte de uma comunidade de amantes de livros de todo o mundo e tenha acesso a uma série de benefícios. Crie uma conta gratuitamente
0
Correio DHL 7.99 € Correio DPD 4.49 € Ponto DPD 3.99 € Correio GLS 5.49 € Correio MRW 5.49 € Ponto GLS 4.49 €

Bazaar Yuddha

Língua OdiaOdia
Livro Capa mole
Livro Bazaar Yuddha Tapan Kumar Panda
Código Libristo: 44124367
Editoras BLACK EAGLE BOOKS, agosto 2023
୧୯୯୦-୯୧ ମସିହା ଭାରତର ଅର୍ଥନୈତିକ ଇତିହାସର ଏକ ସନ୍ଧିକ୍ଷଣ । ଏହି ସମୟରେ ହିଁ ଭାରତର ଆର୍ଥିକ ଉଦାରୀକରଣ ନୀତିର ପ୍ରଚଳ... Descrição completa
? points 38 b
15.40 €
Armazenamento externo Envio em 10-16 dias

Até 30 dias para devoluções


Os clientes também compraram


୧୯୯୦-୯୧ ମସିହା ଭାରତର ଅର୍ଥନୈତିକ ଇତିହାସର ଏକ ସନ୍ଧିକ୍ଷଣ । ଏହି ସମୟରେ ହିଁ ଭାରତର ଆର୍ଥିକ ଉଦାରୀକରଣ ନୀତିର ପ୍ରଚଳନ ହୋଇଥିଲା । ଏହି ଆର୍ଥିକ ଉଦାରୀକରଣ ବ୍ୟବସ୍ଥାର ପ୍ରଭାବ ବିଗତ ତିରିଶବର୍ଷ ଧରି ଭାରତୀୟ ଜନଜୀବନରେ ଅନେକ ପରିବର୍ତ୍ତନ ଆଣିଛି । ବିଦେଶୀ କମ୍ପାନୀମାନେ ଭାରତୀୟ ବଜାରରେ ପ୍ରବେଶ କରିଥିବାରୁ ଭାରତୀୟ ଗ୍ରାହକମାନେ ଲାଭବାନ ହୋଇଛନ୍ତି । ବିଦେଶୀ ପୁଞ୍ଜିର ସଫଳ ବିନିଯୋଗ ହେତୁ ଭାରତୀୟ ପ୍ରତିଭୂତି ବଜାରର ସୂଚନାଙ୍କ ବହୁମାତ୍ରାରେ ବୃଦ୍ଧିପାଇଛି । ଆୟାତ-ନିର୍ଯ୍ୟାତ ଆଇନ୍‌ରେ ପରିବର୍ତ୍ତନ ହେତୁ ଭାରତୀୟ କମ୍ପାନୀମାନେ ବିଶ୍ୱ ବଜାରରେ ନିଜର ଉତ୍ପାଦ ବିକିବା ସହ ନୂତନ ଜ୍ଞାନକୌଶଳ ଆହରଣ କରି ବିଦେଶୀ କମ୍ପାନୀମାନଙ୍କୁ କିଣିବାରେ ସକ୍ଷମ ହୋଇଛନ୍ତି । ଆର୍ଥିକ ଉଦାରୀକରଣର ଏହିଗୁଡ଼ିକ ହେଲା ଯୁକ୍ତାତ୍ମକ ପ୍ରଭାବ । ସମାଜରେ ବଢ଼ୁଥିବା ଧନୀ-ଗରିବର ତାରତମ୍ୟ, ଭ୍ରଷ୍ଟାଚାର, ସର୍ବସାଧାରଣ ସମ୍ପତ୍ତି ଉପରେ ପ୍ରମୁଖ ଭାରତୀୟ ନିଜ କ୍ଷେତ୍ର କମ୍ପାନୀମାନଙ୍କର ଲୋଲୁପଦୃଷ୍ଟି ଏବଂ ସାଂସ୍କୃତିକ ପ୍ରଦୂଷଣ ସହ ଯୌଥ ପାରିବାରିକ ବ୍ୟବସ୍ଥାର ଭଙ୍ଗୁରତା ବୃଦ୍ଧିପାଇବା ଅତ୍ୟନ୍ତ ଚିନ୍ତାର ବିଷୟ । ନବେ ଦଶକର ଆରମ୍ଭରୁ ମୋର ଧ୍ୟାନ, ଅନୁଶୀଳନ ଓ ଗବେଷଣା ଭାରତର ଅର୍ଥନୈତିକ ବ୍ୟବସ୍ଥା, ବଜାର ଓ ଏହାର ପ୍ରଭାବ ଏବଂ ଗ୍ରାହକୀୟ ବ୍ୟବହାର ଉପରେ ରହିଛି । ବଜାର ବ୍ୟବସ୍ଥା ଓ ଗ୍ରାହକ ବ୍ୟବହାରର ଛାତ୍ର ଏବଂ ପରବର୍ତ୍ତୀ ସମୟରେ ଶିକ୍ଷକ ହୋଇଥିବାରୁ ମୁଁ ବିଭିନ୍ନ ସମୟରେ ସାଧାରଣ ପାଠକମାନଙ୍କ ପାଇଁ ବୋଧଗମ୍ୟ ଭାଷାରେ 'ବଜାର ଯୁଦ୍ଧ' ନାମରେ ବିଭିନ୍ନ ଖବରକାଗଜ ଓ ପତ୍ରପତ୍ରିକାରେ ଲେଖିବା ଆରମ୍ଭ କରିଥିଲି । ଅର୍ଥନୀତିର ଜଟିଳ ଗଣିତ ଓ ବ୍ୟାଖ୍ୟାରୁ ମୁକ୍ତ କରି ବଜାର ଓ ବ୍ରାଣ୍ଡ ସମ୍ବନ୍ଧୀୟ ବିଭିନ୍ନ ରୋଚକ ତଥ୍ୟମାନଙ୍କୁ ସାଧାରଣ ପାଠକ ସାମ୍‌ନାରେ ପ୍ରସ୍ତୁତ କରିଥିଲି । ଏପରି ଏକ ସ୍ତମ୍ଭ ପ୍ରକାରାନ୍ତରେ ଓଡ଼ିଶାର ଖବରକାଗଜ ଜଗତରେ ଏକ ସଫଳ ପରୀକ୍ଷା ବୋଲି ଅନେକ ମତ ଦେଇଥିଲେ ।

Atriz & Poliglota
EWA KASP para
Reproduzir vídeo
Ewa Kasp
A Libristo tem a maior seleção de literatura estrangeira. É por isso que compro os meus livros aqui.

Sobre o livro

Nome completo Bazaar Yuddha
Língua Odia
Encadernação Livro - Capa mole
Data de emissão 2023
Número de páginas 166
EAN 9781645604211
ISBN 1645604217
Código Libristo 44124367
Peso 218
Dimensões 140 x 216 x 9
Ofereça este livro hoje
É fácil
1 Adicione ao carrinho e escolha Entregar como presente ao finalizar a compra 2 Receberá um vale 3 O livro chegará ao endereço do destinatário

Iniciar sessão

Inicie sessão na sua conta. Não tem uma conta Libristo? Crie uma agora!

 
obrigatório
obrigatório

Não tem uma conta? Descubra os benefícios de ter uma conta Libristo!

Com uma conta Libristo, terá tudo sob controlo.

Crie uma conta Libristo
Conselheiro de livros Libroamiko
Olá, sou o Libroamiko, posso ajudar?